ବିଧାନସଭା: ଭୁବନେଶ୍ୱରରେ କମିଛି, କଟକରେ ବଢ଼ୁଛି ହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରେ ହତ୍ୟା ମାମଲା କମୁଥିବାବେଳେ କଟକରେ ବଢ଼ିଚାଲିଛି । ସୋମବାର ବିଧାନସଭାରେ ଲିଖିତ ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୨୦୨୪ରେ କଟକରେ ୨୧ଟି ହତ୍ୟା ମାମଲା ପଞ୍ଜିକୃତ ହୋଇଥିଲା । ୨୦୨୫ରେ ଏହି ସଂଖ୍ୟା ବୃଦ୍ଧି ପାଇ ୨୪ରେ ପହଞ୍ଚିଥିଲା ।ଭୁବନେଶ୍ୱରରେ ହତ୍ୟା ଅଧିକ ଥିଲେ ବି ୨୦୨୪ ତୁଳନାରେ ୨୦୨୫ରେ କମ । ୨୦୨୪ରେ ରାଜଧାନୀ ଭୁବନେଶ୍ୱରରେ ୪୩ଟି ହତ୍ୟା ମାମଲା ପଞ୍ଜିକୃତ ହୋଇଥିଲା । ଯାହା ୨୦୨୫ରେ କମି ୩୩ରେ ରହିଲା ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ