ବିଧାନସଭା ସମ୍ମୁଖରେ ମିଶନଶକ୍ତି ମହିଳାଙ୍କ ଗର୍ଜନ

ଭୁବନେଶ୍ୱର : ବିଧାନସଭା ସମ୍ମୁଖରେ ମିଶନଶକ୍ତି ମହିଳାଙ୍କ ଗର୍ଜନ । ଭୁବନେଶ୍ଵର ଲୋୟର୍ ପିଏମଜିରେ ପୁଣି ଧାରଣାରେ ବସିଲେ ମିଶନ ଶକ୍ତି ମହିଳା । ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ବସିଛନ୍ତି । ନାରାବାଜିରେ କମ୍ପିଲା ଗାନ୍ଧୀ ମାର୍ଗ । ଦୁଇ ଦିନରେ ପହଞ୍ଚିଲା ମିଶନ ଶକ୍ତି ମାଆ ମାନଙ୍କ ଆନ୍ଦୋଳନ । ଓଡ଼ିଶା ଜୀବିକା ମିଶନ ଓ ମିଶନଶକ୍ତି ଅଧିନରେ କାର୍ଯ୍ୟରତ ଇସି ସଦସ୍ୟମାନେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛନ୍ତି ।

ରିଷ୍ଟ୍ରକଚରିଂ ବ୍ୟବସ୍ଥା ବନ୍ଦ କରିବା ସହ ସ୍ଥାୟୀ ନିଯୁକ୍ତି କରିବା ପାଇଁ ଦାବି କରିଛନ୍ତି ହଜାର ହଜାର ମହିଳା । ଏହା ସହିତ ବକେୟା ଭତ୍ତା ପ୍ରଦାନ ସହ ମିଶନଶକ୍ତି ଏବଂ ଜୀବିକା ମିଶନରେ କାର୍ଯ୍ୟରତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ୫ ବର୍ଷିଆ ଚୁକ୍ତି ବାତିଲ କରି ସ୍ଥାୟୀ କରିବା, ମିଶନଶକ୍ତି ବିଭାଗ ରାଜ୍ୟର ସମସ୍ତ ମହିଳାଙ୍କ ଜୀବିକା ଅର୍ଜନର ରାହାକୁ ରାଜ୍ୟ ସରକାର ସୁନିଶ୍ଚିତ କରିବାକୁ ମହିଳା ଦାବି କରିଛନ୍ତି । ସେହିଭଳି ସ୍ଵୟଂ ସହାୟକ ଗୋଷ୍ଠୀର ପ୍ରତ୍ୟେକ ସଦସ୍ୟ ମାନଙ୍କୁ ମାସିକ ଏକ ହଜାର ଟଙ୍କା ହାରରେ ମହିଳା ସଶକ୍ତିକରଣ ଭତ୍ତା ପ୍ରଦାନ କରିବାକୁ ଦାବି କରାଯାଇଛି

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ