ବିଧାନସଭା: ୧୬ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର:ଆସନ୍ତା ୧୮ ତାରିଖରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ୟ୍ୟାୟ ଆରମ୍ଭ ହେବ। ତେବେ ଏହା ପୂର୍ବରୁ ଆସନ୍ତା ୧୬ ତାରିଖରେ ବାଚସ୍ପତି ସୁରମା ପାଢ଼ୀ ସର୍ବଦଳୀୟ ବୈଠକ ଡାକିଛନ୍ତି । ବିଧାନସଭା ମୌସୁମୀ ଅଧିବେଶ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଛି । ଏହି ବୈଠକରେ ଗୃହକୁ କିପରି ସୁରୁଖୁରୁରେ ଚଳାଯିବ ସେନେଇ ଆଲୋଚନା କରାଯିବ ।
ବିଧାନସଭା ମୌସୁମୀ ଅଧିବେଶ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ରହିଛି ୭ଟି କାର୍ୟ୍ୟ ଦିବସ। ଏହି ଅଧିବେଶନ ପାଇଁ ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତି ଏହି ସର୍ବଦଳୀୟ ବୈଠକ ଡାକିଛନ୍ତି। ଗୃହକୁ ସୁରୁଖୁରୁରେ କେମିତି ଚଳାଯିବ, କେମିତି ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ, ରାଜ୍ୟର ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠାଇବାକୁ କେମିତି ବିରୋଧୀଙ୍କୁ ପୁରା ସୁଯୋଗ ମିଳିବ, ସେ ସଂପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ଅଛି।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ