ବିଭିନ୍ନ ସମସ୍ୟା ନେଇ ଉଚ୍ଚଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀକୁ ଦାବିପତ୍ର

ଦେବଗଡ:ଦେବଗଡ ଜିଲ୍ଲା ବରିଷ୍ଠ ନାଗରିକ ଫୋରମ ପକ୍ଷରୁ ଆଜି ଦେବଗଡ ଗସ୍ତରେ ଆସିଥିବା ଉଚ୍ଚଶିକ୍ଷା ଓ କ୍ରୀଡ଼ା,ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ସାକ୍ଷାତ କରି ଜିଲ୍ଲାର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିବା ସହ ଏକ ଦାବି ପତ୍ର ପ୍ରଦାନ କରିଥିଲେ। ଦାବି ପତ୍ର ପ୍ରଦାନ‌ବେଳେ ପୂର୍ବ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ଫୋରମର ସଭାପତି ଡ.ରାମଚନ୍ଦ୍ର ମହାପାତ୍ର,ସମ୍ପାଦକ ଗ‌ୌରହରି ଷଡଙ୍ଗୀ,ସହସମ୍ପାଦକ ଅଶୋକ ମିଶ୍ର,କୋଷାଧ୍ୟକ୍ଷ ଉଦୟ ପ୍ରଧାନ, ସଦସ୍ୟ ଯତିତ୍ର ପ୍ରଧାନ,ଯୁବ ନେତା ସୁଧିର ବ୍ରହ୍ମା,ବାବି ପ୍ରଧାନ,ସରୋଜ ପାଢୀ,ପଞ୍ଚାନନ ଆଚାର୍ଯ୍ୟ,ପ୍ରଫୁଲ୍ଲ ନାୟକ ଉପସ୍ଥିତ ଥିଲେ। ଫୋରମ ପକ୍ଷରୁ ଦେବଗଡ ଜିଲ୍ଲାରେ ଥିବା ପଲିଟେକନିକ କଲେଜକୁ ଡିଗ୍ରୀ ଇଞ୍ଜିନିୟରିଂ କଲେଜକୁ ମାନ୍ୟତା, ଦେବଗଡ କଲେଜକୁ ସରକାରୀ କଲେଜର ମାନ୍ୟତା,କୋରଡକୋଟ କଳପ୍ରପାତକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପ୍ରଦାନ କରିବା ପାଇଁ ଦାବି କରାଯାଇଛି।

  • Related Posts

    ଟ୍ରକକୁ ଧକ୍କା ଦେଲା ପଶ୍ଚିମବଙ୍ଗ ବସ, 16 ଆହତ

    ଯାଜପୁର: ବଡଚଣା ଓଭର ବ୍ରିଜ୍ ନିକଟରେ ଆଜି ସକାଳ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଯାଇଛି । ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଛି । ଦୁର୍ଘଟଣାରେ 16…

    Continue reading
    ଏସ୍‌ସିବି ଅଗ୍ନିକାଣ୍ଡ ଘଟଣା, ବଢ଼ିଲା ନ୍ୟାୟିକ କମିସନ୍‌ଙ୍କ କାର୍ଯ୍ୟକାଳ

    କଟକ: ଏସ୍‌ସିବି ମେଡିକାଲ୍ କଲେଜ ହସପିଟାଲର ଟ୍ରମା କେୟାର ଆଇସିୟୁରେ ଗତ ମାର୍ଚ୍ଚ ୧୬ରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାର ତଦନ୍ତ କରୁଥିବା ନ୍ୟାୟିକ କମିସନଙ୍କ କାର୍ଯ୍ୟକାଳ ରାଜ୍ୟ ସରକାର ଚତୁର୍ଥ ଥର ପାଇଁ ବୃଦ୍ଧି କରିଛନ୍ତି । ଅବସରପ୍ରାପ୍ତ ଜିଲ୍ଲା ଜଜ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି