ବିଷ୍ଣୁପଦ ପ୍ରସଙ୍ଗରେ ମନ୍ତ୍ରୀ କହିଲେ ହେବ ଆକ୍ସନ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ ଦୁର୍ନୀତି ପ୍ରମାଣିତ ହେଲେ କଡ଼ା ଆକ୍ସନ ନିଆଯିବ । ଦୁର୍ନୀତି ପ୍ରତିସରକାରଙ୍କ ଶୂନ ସହନଶୀଳତା ରହିଛି । ଯେତେବଡ଼ ଅଧିକାରୀ ହୁଅନ୍ତୁ କି ମନ୍ତ୍ରୀ ଯଦି ଦୁର୍ନୀତିରେ ଲିପ୍ତ ରହନ୍ତି ତେବେ ଆକ୍ସନ ହେବ । ଯଦି ଲିଙ୍କ ବାହାରେ ତେବେ ତଦନ୍ତ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ହରିଚନ୍ଦନ କହିଛନ୍ତି ।

ପ୍ରକାଶ ଯେ ଗତ ସପ୍ତାହରେ ରାଜଧାନୀର ଏକ ହୋଟେଲ ସମ୍ମୁଖରୁ ଏକ କାର୍‌ରୁ ୧୦ ଲକ୍ଷ ଟଙ୍କା ଓ ସୁନା ଜବତ ଘଟଣା ଏବେ ନୂଆ ମୋଡ଼ ନେଇଛି। ଗତ କିଛିଦିନ ହେଲା ଏହି ଘଟଣାକୁ ନେଇ ସିବିଆଇ ଯାଞ୍ଚ ଚଳାଇଥିବାବେଳେ ରାଜ୍ୟ ସରକାରଙ୍କ ପ୍ରମୁଖ ସଚିବ ତଥା ଆଇଏଏସ୍‌ ବିଷ୍ଣୁପଦ ସେଠୀ ଏବେ ସିବିଆଇ ସ୍କାନରକୁ ଆସିଛନ୍ତି। ଏଡି ଘଟଣାରେ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ପକ୍ଷରୁ ସମନ ଜାରି କରାଯାଇଛି। ଡିସେମ୍ବର ୧୧ ତାରିଖ ସକାଳ ୧୦ ଟାରେ ସିବିଆଇ ଅଫିସରେ ହାଜର ପାଇଁ ବିଷ୍ଣୁପଦଙ୍କୁ ହୋଇଥିଲା ନୋଟିସ। ହେଲେ ଏନେଇ ମୁହଁ ଖୋଲିନାହାନ୍ତି ଆଇଏଏସ୍‌ ବିଷ୍ଣୁପଦ ସେଠୀ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ