ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ବିଷ ପିଇ ସ୍ବାମୀ ଓ ସ୍ତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମର ଭରତ ବେହେରା, କନକଲତା ବେହେରା ଉଭୟ ସ୍ବାମୀ-ସ୍ତ୍ରୀ ବିଷ ପିଇ ଦେଇଥିଲେ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ମାହାଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥାରେ ଗୁରୁତର ହେବାରୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ସେଠାରେ ଉଭୟଙ୍କ ଚିକିତ୍ସା ଜାରି ରହିଛି । ତେବେ ଉଭୟ ବିଷ ପିଇବାର କାରଣ ଅସ୍ପଷ୍ଟ ରହିଛି ।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ