ବିସ୍ଫୋରକ ଲୁଟ୍‍; ତଦନ୍ତ ପାଇଁ ଏସ୍‍ଆଇଟି ଗଠନ

ରାଉରକେଲା: ୪ଟନ୍‍ ବିସ୍ଫୋରକ ଲୁଟ୍‍ ଘଟଣାର ତଦନ୍ତ ପାଇଁ ଏସଆଇଟି ଗଠନ ହେବ । ଏନେଇ ରାଉରକେଲା ଏସପି ନିତେଶ ୱାଧୱାନି ସୂଚନା ଦେଇଛନ୍ତି । ଅତିରିକ୍ତ ଏସପିଙ୍କ ନେତୃତ୍ୱରେ ଏସଆଇଟି ଗଠନ କରାଯିବା ବେଳେ ସେଥିରେ ୪ଜଣ ସଦସ୍ୟ ରହିବେ ବୋଲି ସୂଚନା ମିଳିଛି । ଝାଡଖଣ୍ଡ-ଓଡ଼ିଶା ସୀମା ବାଙ୍କୋ ଖଣି ଅଞ୍ଚଳରୁ ମାଓବାଦୀ ମାନେ ୪ଟନର ବିସ୍ଫୋରକ ଲୁଟ୍‍ ଘଟଣାରେ ଏଯାବତ ଟେର ପାଉନି ପୁଲିସ । ବିପୁଳ ବିସ୍ଫୋରକ ଜବତ ପାଇଁ କମ୍ବିଂ ଅପରେସନ ଜୋରଦାର ଚାଲିଛି । ଏନଆଇଏ ଟିମ୍‍ ମଧ୍ୟ ତନାଘନା କରୁଛନ୍ତି । ହେଲେ ଲୁଟର ୪ଦିନ ପରେ ବି କିଛି ସୁରାକ ମିଳିନାହିଁ । କେଉଁଭଳି ଭାବେ ମାଓବାଦୀ ମାନେ ପୁଲିସ ଆଖିରେ ଧୂଳି ଦେଇ ଏତେ ପରିମାଣରେ ବିସ୍ଫୋରକ ଲୁଟି ନେଇଗଲେ ତାହାକୁ ନେଇ ପ୍ରଶ୍ନ ଉଠିଛି । ବିସ୍ଫୋରକ ଠାବ ପାଇଁ ସୁରକ୍ଷା କର୍ମୀ, ପୁଲିସ ତିନି ରାଜ୍ୟ ଓଡ଼ିଶା, ଝାଡଖଣ୍ଡ, ପଶ୍ଚିମବଙ୍ଗ ପୁଲିସ ଜଙ୍ଗଲରେ ଛାନଭିନ କରୁଛନ୍ତି ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ