ବିିଜେଡିରେ ମିଶିବା ପରେ ଏହା କହିଲେ ସୁଜାତା

ଭୁବନେଶ୍ୱର: ଯାହା ଚର୍ଚ୍ଚା ହେଉଥିଲା ତାହା ସତ ହେଲା । କାରଣ ଗୁରୁବାର ଶଙ୍ଖ ଭବନରେ ପହଞ୍ଚି ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଜୁ ଜନତା ଦଳରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ଶଙ୍ଖ ଧରିଛନ୍ତି ।

ବିଜୁ ଜନତା ଦଳରେ ମିଶିବା ପରେ ସୁଜାତା କାର୍ତ୍ତିକେୟନ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ଓ ବିଜେଡି କର୍ମୀଙ୍କ ଆଶୀର୍ବାଦରେ କାମ କରିବି।
ନବୀନ ବାବୁଙ୍କ ନେତୃତ୍ୱରେ ଓଡିଶାବାସୀଙ୍କ ସେବା କରିବି। ୨୪ ବର୍ଷ ଧରି ଓଡିଶାର ସେବା ପାଇଁ ସୁଯୋଗ ମିଳିଥିଲା ନବୀନଙ୍କ ନେତୃତ୍ୱରେ ସୁଯୋଗ ମିଳିଥିଲା। ଆଜି ବିଜେଡିରେ ସେହିଭଳି ସୁଯୋଗ ମିଳିଛି।

ସୁଜାତା ବିଜେଡିରେ ଯୋଗ ଦେବା ପରେ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଛନ୍ତି। ନିଜର ପ୍ରତିକ୍ରିୟା ମଧ୍ୟ ରଖିଛନ୍ତି। ସେ କହିଛନ୍ତି ଆଗାମୀ ୨୦୨୯ ନିର୍ବାଚନରେ ସେ ହିଁ ନେତୃତ୍ୱ ନେବେ। ଏନେଇ ନବୀନ ପଟ୍ଟନାୟକ ସ୍ପଷ୍ଟୀକରଣ ଦେଇଛନ୍ତି। ଏହାସହ ସେ ଆହୁରି ମଧ୍ୟ କହିଛନ୍ତି, ସୁଜାତା ସାଧାରଣ କର୍ମୀ ଭାବେ ବିଜେଡିରେ ଯୋଗ ଦେଇଛନ୍ତି।

  • Related Posts

    ଶଙ୍ଖଭବନକୁ ଆସିଲେନି ଏହି ପ୍ରମୁଖ ନେତୃବୃନ୍ଦ

    ଭୁବନେଶ୍ୱର: ଯାହା ଚର୍ଚ୍ଚା ହେଉଥିଲା ତାହା ସତ ହେଲା । କାରଣ ଗୁରୁବାର ଶଙ୍ଖ ଭବନରେ ପହଞ୍ଚି ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଜୁ ଜନତା ଦଳରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସୁଜାତା ଶଙ୍ଖ…

    Continue reading
    ଆସନ୍ତା ନିର୍ବାଚନରେ ମୁଁ ନେତୃତ୍ୱ ନେବି: ନବୀନ

    ଭୁବନେଶ୍ୱର:ଗୁରୁବାର ଶଙ୍ଖ ଭବନରେ ପହଞ୍ଚି ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ବିଜୁ ଜନତା ଦଳରେ ବିଧିବଦ୍ଧଭାବେ ସାମିଲ ହେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ଆସନ୍ତା ନିର୍ବାଚନରେ ମୁଁ ନେତୃତ୍ୱ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ