ବେତନଟୀରେ ସ୍କ୍ରବ ଟାଇଫସ୍‌: ୧୦ ଆକ୍ରାନ୍ତ ଚିହ୍ନଟ

ବେତନଟୀ: ​​​​​​​ବେତନଟୀରେ କାୟା ବିସ୍ତାର କରୁଛି ସ୍କ୍ରବ ଟାଇଫସ୍‌। ୧୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ। ବେତନଟୀରେ ସ୍କ୍ରବ ଟାଇଫସ୍‌ କୀଟ ଦଂଶନରେ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି କୀଟ କାମୁଡ଼ିବା ପରେ ସମସ୍ତ ଆକ୍ରାନ୍ତ ବାରିପଦା, ବାଲେଶ୍ୱର ସମେତ କଟକ ଏନଂ ଭୁବନେଶ୍ୱରର ବିଭିନ୍ନ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏକ ନିର୍ଦ୍ଧିଷ୍ଟ ପ୍ରଜାତିର କୀଟ ସ୍କ୍ରବ ଟାଇଫସ୍‌ ଦଂଶନରେ ମଣିଷ ଶରୀରେ ସଂକ୍ରମଣ ହେବା ସହିତ ଜ୍ୱର ସମେତ ବିଭିନ୍ନ ପ୍ରକାର ରୋଗର ଲକ୍ଷଣ ଆରମ୍ଭ ହେଉଥିବା ବେଳେ ବେତନଟୀରେ ଏହି ସ୍କ୍ରବ ଟାଇଫସ୍‌ କୀଟ ଦଂଶନରେ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସ୍କ୍ରବ ଟାଇଫସ୍‌ କୀଟ ଦଂଶନ ଦ୍ୱାରା ପ୍ରଥମେ ମଣିଷ ଶରୀରରେ ଜ୍ୱର ହେବାର ଲକ୍ଷଣ ଦେଖାଦେଇଥାଏ। ଜ୍ୱର ସହିତ ଆଣ୍ଠୁଗଣ୍ଠି ଦରଜରୁ ଅସହ୍ୟ ଯନ୍ତ୍ରଣା ଆରମ୍ଭ ହେଉଥିବା ବେଳେ ଯେତେ ପ୍ରକାରର ଔଷଧ ଖାଇଲେ ସୁଦ୍ଧା ଜ୍ୱର ଭଲ ହୋଇନଥାଏ । କ୍ରମଶଃ ମଣିଷ ଦୁର୍ବଳ ହେବା ସହିତ ଶରୀରରେ ଅନ୍ୟାନ୍ୟ ସଂକ୍ରମଣ ଏବଂ ଜଟିଳତା ପରିଲକ୍ଷିତ ହୋଇଥାଏ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ