ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି। ଏହା ଏକ ସ୍ୱାଭାବିକ ପ୍ରକ୍ରିୟା ।

ମନ୍ତ୍ରୀ ସୁରେଶ ପୂଜାରୀ ଆହୁରି କହିଛନ୍ତି, ଯେତେବେଳେ ରାଜ୍ୟ ନେତୃତ୍ଵ ଦିଲ୍ଲୀ ଗସ୍ତ କରିବେ, ନିଶ୍ଚିତ ଭାବେ କେନ୍ଦ୍ରୀୟ ନେତୃତ୍ବଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ମହିଳା କମିସନ ଏବଂ ଶିଶୁ ଅଧିକାର ଅଧ୍ୟକ୍ଷ ପଦରୁ ଆରମ୍ଭ ହୋଇଛି ପ୍ରକ୍ରିୟା। ଆଗକୁ ବୋର୍ଡ ନିଗମ ଅନ୍ୟ ପଦପଦବି ଲାଗି ମଧ୍ୟ ମଧ୍ୟ ବ୍ୟକ୍ତିଙ୍କ ନାମ ଘୋଷଣା ହେବ। ସେହିପରି ନିଗମ ବୋର୍ଡରେ ଥିବା ଅନ୍ୟାନ୍ୟ ପଦବୀଗୁଡିକୁ ମଧ୍ୟ ପୁରଣ କରାଯିବ।

  • Related Posts

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    Leave a Reply

    Your email address will not be published. Required fields are marked *

    You Missed

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ