ବୋହୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲା ଶ୍ଵଶୁର

କୋକୋସରା : ଯୌତୁକ ଲୋଭରେ ବୋହୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଲା ଶ୍ଵଶୁର । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତମୁଣ୍ଡା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମହିଳାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆମପାଣି ଥାନାରେ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, ୨୦୨୧ରେ ବିବାହ ପରଠାରୁ ଯୌତୁକକୁ ନେଇ ଗୀତାଞ୍ଜଳିଙ୍କୁ ତାଙ୍କୁ ଶାଶୁଘର ଲୋକ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ । ଗତକାଲି ସନ୍ଧ୍ୟାରେ ତାଙ୍କ ଶ୍ଵଶୁର ଗୀତାଞ୍ଜଳିଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଧର୍ମଗଡ଼ ଡାକ୍ତରଖାନା ଓ ପରେ ସ୍ବାସ୍ୟବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏନେଇ ଗୀତାଞ୍ଜଳିଙ୍କ ବାପା ଆମପାଣି ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ