ବ୍ରିଜ୍ ସ୍ଲାବ୍ ଭୁଶୁଡ଼ି ୩ ଜଣଙ୍କ ମୃତ୍ୟୁ ଘଟଣା : ଘଟଣାସ୍ଥଳରେ ତଦନ୍ତକାରୀ ଟିମ୍‌ର ତଦନ୍ତ

କଟକ : କଟକ ଖାନନଗର ସ୍ଥିତ ନିର୍ମାଣଧିନ ବ୍ରିଜ୍‌ର ସ୍ଲାବ୍ ଭୁଶୁଡ଼ିବା ପରେ ଘଟଣାସ୍ଥଳରେ ତଦନ୍ତକାରୀ ଟିମ୍ ପହଞ୍ଚିଛନ୍ତି । ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ଘଟଣାସ୍ଥଳରେ ଏହି ଟିମ୍ ତଦନ୍ତ ଆରମ୍ଭ କରିଛି । ଏହି ତଦନ୍ତକାରୀ ଟିମ୍‌ରେ ଶ୍ରମ ଅଧିକାରୀ ଓ ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସାମିଲ ଅଛନ୍ତି । ଘଟଣା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ତଦନ୍ତ କରୁଛନ୍ତି ଏହି ଟିମ୍ ।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ