ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ ପରିସ୍ରାଗାର ନିର୍ମାଣ, ବ୍ଲକର ସମସ୍ତ ପଞ୍ଚାୟତରେ ବୃକ୍ଷରୋପଣ କରିବା ସହ ବରିଷ୍ଠ ନାଗରିକ ପରିଚୟପତ୍ର ପାଇଁ ଦରଖାସ୍ତ ସଂଗ୍ରହ କରିବା ତଥା ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ପାଇ ପାରିବେ ସେ ନେଇ ବୈଠକରେ ଆଲୋଚନା କରାଯାଇଥିଲା। ବୈଠକରେ ସମ୍ପାଦକ ପଞ୍ଚାନନ ସାହୁ, ମଦନ ମୋହନ ପ୍ରଧାନଙ୍କ ସମେତ ବହୁ ବରିଷ୍ଠ ନାଗରିକ ଉପସ୍ଥିତ ଥିଲେ। ମଞ୍ଚର ପ୍ରବକ୍ତା ହରିହର ସାହୁ ଧନ୍ୟବାଦ ଦେଇଥିଲେ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ଆଧୁନିକତାର ବଶବର୍ତ୍ତୀ ଭିତରେ ଭୁଲିଗଲେଣି ପାରମ୍ପରିକ ରଜଦୋଳି ଓ ଗୀତର ମହକ

    ଦେବଗଡ଼ -ରଜ ସଜବାଜକୁ ନେଇ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର। କପଡା , ଫଳ ଦୋକାନ ମାନଙ୍କରେ ଜମିଲାଣି ଭିଡ଼ । କୁଆଁରୀମାନେ ସଜବାଜରେ ଲାଗି ପଡ଼ିଲେଣି।ପରମ୍ପରା ଅନୁଯାୟୀ କୁମାରୀମାନେ ପରସ୍ପରକୁ ଅଳତା, କୁଂକୁମ, ମେହେନ୍ଦି ଲଗାଇ ସଜାଇ ହେଉଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ