ଭଗବାନ ବିର୍ସା ମୁଣ୍ଡା ଅଦମ୍ୟ ସାହସର ପ୍ରତୀକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା ଅଦମ୍ୟ ସାହସ, ତ୍ୟାଗ ଓ ସମର୍ପଣର ପ୍ରତୀକ । ବ୍ରିଟିଶ ଶାସନ ସମୟରେ ସେ ଯେଉଁ ସ୍ୱାଧୀନ ଚେତନା ଓ ସାମାଜିକ ସଂସ୍କାରର ବାର୍ତ୍ତା ଦେଇଥିଲେ, ତାହା ଚିର ସ୍ମରଣୀୟ ହୋଇ ରହିବ । ​ଓଡ଼ିଶାର ଜନଜାତି ସମାଜର ବିକାଶ ଓ ସ୍ୱାଭିମାନ ପାଇଁ ଆମ ସରକାର ସର୍ବଦା ପ୍ରତିବଦ୍ଧ। ଭଗବାନ ବିର୍ସା ମୁଣ୍ଡାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ, ଆମେ ତାଙ୍କର ସ୍ୱପ୍ନର ସମାଜ ଗଠନ ପାଇଁ କାର୍ୟ୍ୟ କରୁଛୁ, ଯେଉଁଠାରେ ପ୍ରତ୍ୟେକ ଜନଜାତି ଭାଇଭଉଣୀ ସେମାନଙ୍କର ଅଧିକାର,ସଂସ୍କୃତି ଓ ପରମ୍ପରାକୁ ନେଇ ଗର୍ବର ସହ ବଞ୍ଚିପାରିବେ ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ