ଭରତପୁର ଥାନା ଘଟଣା: ପୀଡ଼ିତାଙ୍କ ହେଲା ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଭରତପୁର ଥାନାରେ ମାମଲା। ସେନା ଅଧିକାରୀଙ୍କ ବାନ୍ଧବିଙ୍କର ପଲିଗ୍ରାଫ ଟେଷ୍ଟ କରାଇଲା କ୍ରାଇମ୍‌ବ୍ରାଞ୍ଚ ଟିମ୍। ଭୁବନେଶ୍ବର ଏସଏଫଏସଏଲରେ ଶେଷ ହେଲା ମିଛଧରା ପରୀକ୍ଷା। ରିପୋର୍ଟ ଆସିବା ପରେ ଖୋଲିବ ଗୁମର। କିଛି ଦିନ ପୀଡ଼ିତାଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ କୋର୍ଟର ଅନୁମତି ଲୋଡିଥିଲା କ୍ରାଇମବ୍ରାଞ୍ଚ। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପଲିଗ୍ରାଫଙ୍କ ଟେଷ୍ଟ କରାଯାଇଥିବା ଜଣାପଡିଛି।

ସୂଚନ ଯୋଗ୍ୟ ଯେ, ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ପୁରୁଷ ବନ୍ଧୁଙ୍କ ସହ ତାଙ୍କ ବାନ୍ଧବୀ ରାତି ୧ଟା ବେଳେ ଅଭିଯୋଗ କରିବାକୁ ଥାନାକୁ ଆସିଥିବା ବେଳେ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ କର୍ମଚାରୀ ମାଡ଼ ମାରିବା ସହ ନିର୍ୟ୍ୟାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ରାଜ୍ୟ ତଥା ଜାତୀୟସ୍ଥରରେ ଆଲୋଡ଼ନ ସୃଷ୍ଟି କରିଥିଲା। ଘଟଣାରେ ତତ୍କାଳୀନ ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଜାରିି କରୁଥିବ ବେଳେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ବିଚାରବିଭାଗୀ ତଦନ୍ତ ଲାଗି ପୂର୍ବତ୍ତନ ନ୍ୟାୟଧିଶ ଜଷ୍ଟସ ଚିତ୍ତରଂଜନ ଦାଶଙ୍କ ନେତୃତ୍ବ ଗଠନ କରିଥିଲେ। ପରେ ତଦନ୍ତ କମିଶନ ଏକ ସ୍ବତନ୍ତ୍ର ଟିମ ଗଠନ କରି ତଦନ୍ତ ଆରମ୍ଭ କରଥିଲେ। ଏଥି ସହିତ ସମସ୍ତ ପକ୍ଷରୁ ସତ୍ୟପାଠ ଜରିଆରେ ସେମାନଙ୍କ ମତ ରଖିପାରିବେ ଆହ୍ବାନ କରିଥିଲେ। ସତ୍ୟାପାଠ ଦାଖଲ ପ୍ରକିୟା ଶେଷ ହୋଇଥିବା ବେଳେ ତଦନ୍ତ ଚାଲିଛି।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !