ଭାରତୀୟ ଖୋ ଖୋ ଟିମ୍‌ର ପ୍ରାୟୋଜକ ହେବ ଓଡ଼ିଶା

ଭୁବନେଶ୍ୱର: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ଆର୍ଥିକ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରୁଥିବାବେଳେ, ଏବେ ‘ଖୋ ଖୋ’ ଖେଳକୁ ମଧ୍ୟ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ଜାତୀୟ ‘ଖୋ ଖୋ’ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ। ଏହି ସ୍ପନସରଶିପର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ୟ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ୩ ବର୍ଷରେ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ।ଏହାଦ୍ୱାରା ଭାରତୀୟ ‘ଖୋ ଖୋ’ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ବୋଲି ଆଶା କରାଯାଇଛି।

  • Related Posts

    ଫୁଟବଲ ପ୍ରତିଯୋଗିତା ଉଦଯାପିତ: ଦେବଗଡ ଚାମ୍ପିଅନ

    ଦେବଗଡ଼:ଦେବଗଡ଼ ଜିଲ୍ଲାର ତି‌ଲେଇବଣି ବ୍ଲକ ବଲଣ୍ଡାଗ୍ରାମରେ ରାଜା ବାସୁଦେବ ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୮ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ ଦେବଗଡ ଦଳ ସହିତ ଢୋଲପଡା ଦଳ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ…

    Continue reading
    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି