ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍‌ଭୋକେଟ ଜେନେରାଲ। ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାଇସ୍‌ ଚାନ୍‌ସେଲର ନିଯୁକ୍ତି ପାଇଥିଲେ। ଏହି ନିଯୁକ୍ତିକୁ ବେଆଇନ ଦର୍ଶାଇ ମାମଲା ଦାୟର ହୋଇଥିଲା। ଆଇନଜୀବୀ ପ୍ରବୀର ଦାସ ଏନେଇ ମାମଲା ଦାୟର କରିଥିଲେ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ