ଭାଲୁ ଆକ୍ରମଣରେ ବାପାପୁଅ ମୃତ

ଉମରକୋଟ : ଭାଲୁ ଆକ୍ରମଣରେ ବାପାପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଫରେଷ୍ଟ ଗାର୍ଡ ଗୁରୁତର ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା କାଙ୍କେର ଜିଲା ଡଙ୍ଗରକଟା ଗାଁ ଜେଲାନକାସା ଜଙ୍ଗଲରେ ଘଟିଛି । ଜେଲାନକାସା ଜଙ୍ଗଲରେ ବାପାପୁଅ କାଠ ପାଇଁ ଯାଇଥିବା ବେଳେ ଭାଲୁର ଆକ୍ରମଣର ଶିକାର ହୋଇଛନ୍ତି । ଖବର ପାଇ ଉଭୟଙ୍କୁ ଉଦ୍ଧାର ପାଇଁ ଯାଇଥିବା ଜଣେ ବନ କର୍ମଚାରୀଙ୍କୁ ମଧ୍ୟ ଭାଲୁ ଆକ୍ରମଣ କରି ଲହୁଲୁହାଣ କରିଛି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ ବନ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

  • Related Posts

    ବଲାଙ୍ଗିରରେ କାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

    ବଲାଙ୍ଗିର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ବଲାଙ୍ଗିର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବଲାଙ୍ଗିର…

    Continue reading
    ସୁବର୍ଣ୍ଣପୁରରେ ୧୮ରୁ ୨୨ ସ୍କୁଲ ଛୁଟି

    ସୁବର୍ଣ୍ଣପୁର: ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠାରୁ ୨୨ ତାରିଖ ପର୍ୟ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହିତ ଅଙ୍ଗନବାଡ଼ି କେନ୍ଦ୍ର, କଲେଜ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ