ଭିଜିଲାନ୍ସ ଜାଲରେ କୃଷି ବିଭାଗର ଦୁଇ କର୍ମଚାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲ୍ଲା ଉମରକୋଟ କୃଷି ବିଭାଗର ଦୁଇ କର୍ମଚାରୀ । ଲାଞ୍ଚ ନେବା ବେଳେ ଦୁଇ ସରକାରୀ କର୍ମଚାରୀଙ୍କୁ ଧରିଲା ଭିଜିଲାନ୍ସ । କୃଷ ବିଭାଗର ଦୁଇ ଅଧିକାରୀ ହେଲେ ଅତିରିକ୍ତ କୃଷି ଅଧିକାରୀ ନୀଳକଣ୍ଠ ପରିଡା ଏବଂ ଡାଟା ଏଣ୍ଟ୍ରି ଅପରେଟର ସୁରେନ୍ଦ୍ର ବୁନ୍ଦେଲ ।
ଜଣେ ଚାଷୀଙ୍କ ଠାରୁ ଜଳ ନିଧି ଯୋଜନାର ସବସିଡି କରେଇ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲେ ଭିଜିଲାନ୍ସ ଅଧିକାରୀ। ଜଳନିଧି ଯୋଜନାରେ ଉମରକୋଟ ବ୍ଲକ ଜମରଣ୍ଡାର ଚାଷୀ ଲକ୍ଷ୍ମୀ ଧର ମାଝୀଙ୍କ ଜମିରେ ବୋରୱେଲ ସବସିଡି କରାଇଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଦୁଇ ଅଧିକାରୀ । ଏନେଇ ସଂପୃକ୍ତ ଚାଷୀ ଭିଜିଲାନ୍ସକୁ ଜଣାଇବା ପରେ ଯୋଜନା ମୁତାବକ ଭିଜିଲାନ୍ସ ମାଡି ବସିଛି ।

  • Related Posts

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବିଷ…

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ଭୁବନେଶ୍ବର: ରାଜଧାନୀରେ ହିଟ ଆଣ୍ଡ ରନ୍ କେସ। କାର ଜବତ। ଏବେ ବି କାର୍ ମାଲିକ ଫେରାର ରହିଥିବା ବେଳେ ଉଭୟ ସ୍କର୍ପିଓ ଓ ଚାଳକଙ୍କୁ ଧରିବାକୁ ପୁଲିସ ଚଢ଼ାଉ ଜାରି ରଖିଛି । ଶନିବାର ବରମୁଣ୍ଡାରୁ ରେସ୍ କରି ଆସୁଥିବା…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ