ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ

ଅନୁଗୁଳ : ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକଙ୍କୁ ଧରିଛି ଭିଜିଲାନ୍ସ। କେନ୍ଦୁପାଟି ଗାଁର ଚରଣ ନାୟକଙ୍କ ଠାରୁ ଜମିବାଡ଼ି ଭାଗ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ କିରାଣୀ ସତ୍ୟପ୍ରିୟ ନାୟକ। ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ତାଙ୍କୁ ଲାଞ୍ଚ ଟଙ୍କା ସହ ଧରିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ