ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍ ହେଲେ କାର୍ୟ୍ୟାନୁଷ୍ଠାନ

ଭୁବନେଶ୍ୱର : ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍ ନେଇ କଡା ସତର୍କତା ଜାରି କରିଛନ୍ତି ସରକାର। ଭିଭିଆଇପିଙ୍କ ଗସ୍ତ ନେଇ ସୋସିଆଲ ମିଡିଆରେ ସୁରକ୍ଷା ସେୟାର କଲେ ନିଆଯିବ କାର୍ୟ୍ୟାନୁଷ୍ଠାନ। ଘଟଣାକୁ ଗୁରୁତ୍ୱର ସହ ନେଇ ଓଡିଶା ସରକାରଙ୍କ କଡା ସତର୍କତା ଗ୍ରହଣ କରାଯାଇଛି।

ଏନେଇ ଗୃହ ବିଭାଗ ପକ୍ଷରୁ ଗୁରୁବାର ଡିଜିପି ଓ ଆଇଜି, ଗୁପ୍ତଚର ବିଭାଗକୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କ ପାଇଁ ଏନେଇ ସତର୍କ ସୂଚନା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ ସମ୍ବନ୍ଧୀୟ ସୂଚନା ସୋସିଆଲ ମିଡିଆରୁ ଲିକ୍ ହେଉଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

  • Related Posts

    ପିପିଲି ଚାନ୍ଦୁଆକୁ ବିଶ୍ୱ ବଜାର ସହ ଯୋଡ଼ିବା ଆମର ଲକ୍ଷ୍ୟ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାର କଳା, ଐତିହ୍ୟ ଓ ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପ୍ରତୀକ ପିପିଲି ଚାନ୍ଦୁଆ ଶିଳ୍ପର ବିକାଶ ପାଇଁ ଆଜି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହୋଇଛି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପିପିଲି ତହସିଲ ଅନ୍ତର୍ଗତ…

    Continue reading
    ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ ଘଟିଛି । ସେ ଜଣେ ଦକ୍ଷ ଓ ସୁସାହିତ୍ୟକ ଥିଲେ । ଭାରତୀୟ ପ୍ରଶାସନିକ ସେବାର ଜଣେ ଦକ୍ଷ ଅଧିକାରୀ ଭାବେ ସେ ଓଡ଼ିଶା ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ