ଭୁବନେଶ୍ୱରରେ ପହଞ୍ଚିଲେ ଗଡ଼କରୀ

ଭୁବନେଶ୍ବର: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତିନ ଗଡ଼କରୀ । କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । ୪ ହଜାର କୋଟିର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବାର କାର୍ୟ୍ୟକ୍ରମ ରହିଛି ।

ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚି ସେଠାରୁ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ଯିବେ। କଟକରୁ କାର୍ୟ୍ୟକ୍ରମ ସାରି ଅପରାହ୍ଣ ୩ଟାରେ ବରମୁଣ୍ଡା ପଡ଼ିଆରେ ଏକ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ। ପରେ ଏନ୍‌ଏଚ୍‌ଏଆଇ କାର୍ୟ୍ୟାଳୟରେ ପ୍ରକଳ୍ପ ସମୀକ୍ଷା କରିବା କାର୍ୟ୍ୟକ୍ରମ ରହିଛି। ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡ.ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳନ କରିବ। ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ପ୍ରମୁଖ ଅତିଥି ଭାବେ ଯୋଗଦେବା କାର୍ୟ୍ୟକ୍ରମ ରହିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ