ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ହପଞ୍ଚିଛନ୍ତି ।ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟାନ୍ୟ ନେତୃବୃନ୍ଦ ସ୍ୱାଗତ କରିଥିଲେ ।

ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ କଣ୍ଟିଲୋ ଅଭିମୁଖେ ଯାତ୍ରା କରିବେ। ଅପରାହ୍ଣ ୨ଟା ୧୦ମିନିଟ୍‌ରେ କଣ୍ଟିଲୋରେ ପହଞ୍ଚିବା ପରେ ପୂର୍ତ୍ତ ଡାକ ବଙ୍ଗଳାରେ ୩୦ ମିନିଟ୍‌ ବିଶ୍ରାମ ନେଇ ନୀଳମାଧବ ମନ୍ଦିର ପରିଦର୍ଶନ ଅଭିମୁଖେ ବାହାରିବେ। ନୀଳମାଧବଙ୍କୁ ଦର୍ଶନ ପରେ ସେଠାରୁ ସଡ଼କ ପଥରେ କାଳିଆପଲ୍ଲୀ ଗ୍ରାମକୁ ଯିବେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ