ଭୁବନେଶ୍ୱରରେ ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର: ଭୁବନେଶ୍ୱରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ନିର୍ବାଚନ ଫଳାଫଳ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା ହିମନ୍ତ ବିମାନବନ୍ଦରରୁ ସିଧା ପୁରୀ ଅଭିମୁଖେ ବାହାରିଛନ୍ତି। ସେଠାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଏବଂ ଆଶୀର୍ବାଦ ଭିକ୍ଷା କରିବେ।

ନିର୍ବାଚନ ଫଳାଫଳ ଆସିବାକୁ ବାକି ଥିବା ବେଳେ ହିମନ୍ତଙ୍କ ଏହି ପୁରୀ ଗସ୍ତ ଏବେ ରାଜନୈତିକ ମହଲରେ ଚର୍ଚ୍ଚା ସୃଷ୍ଟି କରିଛି। ଦର୍ଶନ ସାରି ପୁଣି ଭୁବନେଶ୍ୱର ଫେରି ସ୍ୱତନ୍ତ୍ର ବିମାନ ଯୋଗେ ଆସାମ ଫେରିଯିବାର କାର୍ୟ୍ୟକ୍ରମ ରହିଛି।

  • Related Posts

    bjp focus on gen-z ଜେନ ଜିଙ୍କୁ ସାଙ୍ଗରେ ଧରି ଆଗେଇବ ବିଜେପି

    ଭୁବନେଶ୍ୱର: ରାଜ୍ୟ ରାଜନୀତିରେ ଜେନ୍-ଜିଙ୍କୁ ନେଇ ଚର୍ଚ୍ଚା ଜୋର । ସବୁ ରାଜନୈତିକ ଦଳ ଜେନ-ଜିଙ୍କୁ ନିଜ ସପକ୍ଷରେ ରଖିବା ପାଇଁ ଆରମ୍ଭ କରି ଦେଇଛନ୍ତି କସରତ । ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ ଗୋଟିଏ ପାଦ ଆଗକୁ ଯାଇ…

    Continue reading
    ବିଜୁ ଜନତା ଦଳର ଏସସି ସେଲ୍ ପୁନର୍ଗଠିତ

    ଭୁବନେଶ୍ବର : ବିଜୁ ଜନତା ଦଳ ପକ୍ଷରୁ ଦଳର ଅନୁସୂଚିତ ଜାତି (SC) ସେଲ୍କୁ ନୂତନ ଭାବେ ପୁନର୍ଗଠିତ କରାଯାଇଛି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନୂତନ ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଛି । ଦଳର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ