ଭୁବନେଶ୍ୱରେ ରାତି ୯ଟା ପରେ ବାଣଫୁଟା ବନ୍ଦ

ଭୁବନେଶ୍ୱର: ଦୀପାବଳି ପାଇଁ ପୁଲିସର ଚେତାବନୀ । ଭୁବନେଶ୍ୱରେ ରାତି ୯ଟା ପରେ ବାଣଫୁଟା ଉପରେ ପୁଲିସ କଟକଣା ଲଗାଇଛି । ଭୁବନେଶ୍ୱରେ ରାତି ୯ଟା ପରେ ବାଣଫୁଟା ବନ୍ଦ । ଏନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନା କଡ଼ା ନିଦେ୍ର୍ଧଶ ଦେଇଛନ୍ତି । ଏହାଛଡ଼ା ଉଚ୍ଚ ଶବ୍ଦ ସମ୍ପନ୍ନ ବାଣ ଫୁଟାଇଲେ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଗ୍ରୀନ କ୍ରାକର ଫୁଟାଇବା ପାଇଁ ପୁଲିସ ପକ୍ଷରୁ ଅନୁରୋଧ କରାଯାଇଛି । ଅନ୍ୟପକ୍ଷରେ ମଦ ପିଇ ଗାଡ଼ି ଚଳାଇଲେ ଚାଳକଙ୍କୁ ଅଟକ ରଖାଯିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି । ଖାଲି ସେତିକି ନୁହେଁ ଗାଡ଼ିକୁ ଜବତ କରି ପିସିଆର ଭ୍ୟାନ ନେଇଯିବ । ସବୁ ଥାନାରେ ପାଟ୍ରୋଲି ଭ୍ୟାନକୁ ଆଲର୍ଟ ରହିବାକୁ ମଧ୍ୟ ନିଦେ୍ର୍ଧଶ ଦିଆଯାଇଛି । ଅନ୍ୟପକ୍ଷରେ ବେଆଇନ ବାଣ ବିକିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି କହିଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ