ମଣିପୁରରେ ଆଉ ୬ମାସ ରାଷ୍ଟ୍ରପତି ଶାସନ

ମଣିପୁର: ଅଶାନ୍ତ ରହିଛି ମଣିପୁର । ମଣିପୁରରେ ଆଉ ୬ମାସ ପାଇଁ ରାଷ୍ଟ୍ରପତି ଶାସନ ଲାଗୁ ହେବ । ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଆଗତ ପ୍ରସ୍ତାବ ଉପରେ ସଂସଦର ମୋହର ବାଜିଛି । ମୋହର ବାଜିବା ପରେ ମଣିପୁରରେ ରାଷ୍ଟ୍ରପତି ଶାସନର ଅବଧି ଆଉ ଛଅ ମାସ ବୃଦ୍ଧି କରାଯାଇଛି । ଫେବ୍ରୁଆରୀ ୧୩ରୁ ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି । ମଣିପୁରରେ ବିଜେପି ସରକାର ଶାସନକୁ ଆସିବା ପରେ ଅଶାନ୍ତ ହୋଇପଡିଥିଲା । ଫଳରେ ବାଧ୍ୟ ହୋଇ ମୁଖ୍ୟମନ୍ତ୍ରୀ ଇସ୍ତଫା ପରେ ବିଧାନସଭାକୁ ଭଙ୍ଗ କରିଥିଲେ କେନ୍ଦ୍ର ସରକାର । ଚଳିତ ବର୍ଷ ଫେବ୍ରୁଆରୀ ମାସରେ ରାଜ୍ୟ ବିଧାନସଭାକୁ ଭାଙ୍ଗି ଦେଇଥିଲେ କନ୍ଦ୍ରେ ସରକାର । ଦେଶରେ ଗୋଟିଏ ରାଜ୍ୟରେ ରାଷ୍ଟ୍ରପତି ଶାସନ ପାଇଁ ସଂସଦର ଅନୁମତି ଜରୁରୀ ହୋଇଥିବାରୁ ଏହି ପ୍ରସ୍ତାବକୁ ଆଗତ କରାଯାଇଥିଲା । ଏହାସହିତ ପ୍ରତି ୬ମାସରେ କେନ୍ଦ୍ର ସରକାର ସଂସଦର ଅନୁମତି ନେବା ନିଆତି ଜରୁରୀ ।

  • Garvita Odia

    Related Posts

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଗୁମଲା: ମାଓ ବିରୋଧୀ ଅଭିଯାନରେ ସୁରକ୍ଷାବଳକୁ ମିଳିଛି ବଡ଼ ସଫଳତା। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୁମଲା ଜିଲ୍ଲାରେ ସୁରକ୍ଷାବଳ ଓ ଉଗ୍ରବାଦୀ ସଂଗଠନ ଜେଜେଏମପି ମଧ୍ୟରେ ଗୁଳି ବିନିମୟରେ ୩ ମାଓବାଦୀ ନିହତ ହୋଇଛନ୍ତି । ଘାଘରା ଥାନା ସେହଲ ଲଭଡାଗ ଗାଁରେ…

    କାରଗିଲ ବିଜୟ ଦିବସ: ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

    ନୂଆଦିଲ୍ଲୀ: ଆଜି କାରଗିଲ ବିଜୟ ଦିବସର ୨୬ତମ ପୂର୍ତ୍ତି ଅବସରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଦେଶବ୍ୟାପୀ ସହିଦଙ୍କୁ ସମ୍ମାନ ଜଣାଇ ସ୍ମୃତି ସମାରୋହ, ଶ୍ରଦ୍ଧାଞ୍ଜଳି ସଭା, ସାମରିକ ପ୍ରଦର୍ଶନ ଏବଂ ବିଶେଷ କାର୍ୟ୍ୟକ୍ରମ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ