ମନମୋହନ ସିଂହଙ୍କ ପାଇଁ ପଥୋତ୍ସବ ବାତିଲ୍‌

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ବିୟୋଗରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି । ଏଥିପାଇଁ ଭୁବନେଶ୍ୱରରେ ବାତିଲ୍‌ ହେଲା ପଥୋତ୍ସବ । ଡିସେମ୍ୱର ୨୯ ତାରିଖରେ ହେବାକୁ ଥିବା ପଥୋତ୍ସବକୁ ମନମୋହନ ସିଂହଙ୍କ ଦେହାନ୍ତ ପାଇଁ ବାତିଲ୍‌ କରି ଦିଆଯାଇଛି । ଏନେଇ ବିଏମସି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି ।

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କର ଦିଲ୍ଲୀ ଏମ୍ସ ହସ୍ପିଟାଲରେ ଗୁରୁବାର ରାତିରେ ଦେହାନ୍ତ ହୋଇଛି । ୯୨ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି । ତାଙ୍କ ଦେହାନ୍ତ ପାଇଁ କେନ୍ଦ୍ର ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଥିବା ବେଳେ ବିଏମ୍‌ସି କର୍ପୋରେସନ ବୈଠକରେ ନୀରବ ପ୍ରାର୍ଥନା କରାଯାଇଛି । ଏହା ସହ ୨୯ ତାରିଖରେ ହେବାକୁ ଥିବା ପଥୋତ୍ସବକୁ ମଧ୍ୟ ବାତିଲ୍‌ କରି ଦିଆଯାଇଛି ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ