ମର୍ମନ୍ତୁଦ ଦୁର୍ଘଟଣା :ଦୁଇ ବାଇକ୍‌ ଆରୋହଙ୍କ ମୃତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଈ ଥାନା ଅଧୀନ ଟିକର ପଙ୍ଗା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।

ମୃତକଦ୍ୱୟ ହେଲେ ସ୍ଥାନୀୟ ଥାନ ଅଞ୍ଚଳ ଯଦୁପୁରର ମନୋରଞ୍ଜନ ରାଉତ, ସାନ ଗାଁର ରମେଶ ବେହେରା । ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍‌କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲାଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଦୁଇ ଯୁବକଙ୍କ ମୃତଦେହ ବାଇକ୍‌ରୁ ଛିଟିକି ପଡ଼ିଥିବା ଦେଖିବାକୁ ପାଇଥିଲା। ପୁଲିସ୍‌ ଦୁଇ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ