ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:୪ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମଙ୍ଗଲୋରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଯାତ୍ରୀ କାର୍ ଡିଭାଇଜରକୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମେରୁଟର ରୁଡକି ଯାଉ ଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉତ୍ତରପ୍ରଦେଶର ଏକ କାର୍ ବରଯାତ୍ରୀଙ୍କୁ ନେଇ ମେରୁଟର ରୁଡ଼କି ଯାଉଥିଲା। ମଙ୍ଗଲୋର ଦେୱବନ୍ଦ ଛକ ନିକଟରେ କାରଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଚାରି ଜଣ ବରଯାତ୍ରୀଙ୍କ ମୃତ୍ୟୁ ହୋଇଯାଇଛି।

ଏଥିସହ ଏକାଧିକ ଲୋକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି।ଏସପି ଦେହାତ ସ୍ୱପନ କିଶୋର ମଧ୍ୟ ହସ୍ପିଟାଲରେ ପହଞ୍ଚିଛନ୍ତି।

  • Related Posts

    ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ରସାୟନ ବିଜ୍ଞାନରେ ନୋବେଲ

    ଷ୍ଟକହୋମ: ୨୦୧୮ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି । କାଗାନ ଏବଂ ସୋଇଙ୍କ ଗବେଷଣାର ମୁଖ୍ୟ ବିଷୟ…

    Continue reading
    ୨୫ ପଏଣ୍ଟ ବଢ଼ିଲା ରେପୋ ହାର, ବଢ଼ିବ ଇଏମ୍‌ଆଇ

    ମୁମ୍ବାଇ/୦୭/୧୦: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି କରି ୫.୫% କରିଛି । ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରାୟ ସାଢେ ତିନି ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ