ମର୍ମନ୍ତୁଦ ସଡ଼କ ଦୁର୍ଘଟଣା :୨ ମୃତ

ବାଲେଶ୍ୱର : ବାଲେଶ୍ୱର ସଦର ଥାନା ଗୁଜୁରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୃତକମାନେ ହେଲେ କାସିମାବାଦର ବାପି ମୁର୍ମୁ ଓ ବିକାଶ ମୁର୍ମୁ। ଆହତମାନେ ହେଲେ କରଞ୍ଜିଆର ଅନନ୍ତ ମାଝୀ ଓ ବଡ଼ ସିନ୍ଧିଆର ରାମ ମାଝୀ।ଏକ ବାଇକ୍‌ରେ ୪ ଜଣ ଯିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହୋଇଯାଇଥିଲା। ବାଇକ ଆରୋହୀମାନେ ତଳେ ଛିଟିକି ପଡ଼ିଯାଇଥିଲେ। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ