ମାଣିକପାଟଣା ଗାଁକୁ ନେଇ ଓଡ଼ିଶା ଆନ୍ଧ୍ର ଟଣାଓଟରା

ଭୁବନେଶ୍ୱର:ନିକଟରେ ଆରମ୍ଭ ହୋଇଥିବା ଜନଗଣନା ତଥ୍ୟ ସଂଗ୍ରହ ସମୟରେ ଏକ ନୂଆ ପ୍ରକାର ସୀମା ବିବାଦ ଦେଖିବାକୁ ମିଳିଛି । ଗଜପତି ଜିଲ୍ଲାର ମାଣିକପାଟଣା ଗାଁକୁ ନେଇ ଓଡିଶ଼ା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଟଣାଭିଡା ଆରମ୍ଭ ହୋଇଯାଇଛି । ଆନ୍ଧ୍ର ସୀମାନ୍ତରେ ଥିବା ଗଜପତି ଜିଲ୍ଲାର ଗଙ୍ଗାବାଡ଼ ପଞ୍ଚାୟତ ଅନ୍ତର୍ଗତ ମାଣିକପାଟଣା ଗ୍ରାମରେ ଓଡ଼ିଶା ପ୍ରଶାସନ ପକ୍ଷରୁ ଜନଗଣନା ସର୍ଭେ ହୋଇଥିଲା। ଗତକାଲି ଆନ୍ଧ୍ର ଅଧିକାରୀମାନେ ଜୋର୍‌ ଜବରଦସ୍ତି ସର୍ଭେ କରିବା ସହ କିଛି ଘରକାନ୍ଥରେ ଉଲ୍ଲେଖ ଥିବା ଓଡ଼ିଶାର ତଥ୍ୟ ଉପରେ ରଙ୍ଗ ବୋଳି ନିଜ ରାଜ୍ୟର ତଥ୍ୟ ଉଲ୍ଲେଖ କରିଥିଲେ। ଯାହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଲୋକଙ୍କ ଘରକାନ୍ଥରେ ଓଡ଼ିଶା ପକ୍ଷରୁ ଲେଖା ଯାଇଥିବା ତଥ୍ୟ ଉପରେ ଆନ୍ଧ୍ରର ସରକାରୀ କର୍ମଚାରୀ ରଙ୍ଗ ବୋଳି ଦେଉଥିବା ବେଳେ ଓଡ଼ିଶା ପକ୍ଷରୁ ମଧ୍ୟ ସମାନ ତରିକା ଆପଣାଯାଉଛି। ଜନଗଣନା ସର୍ଭେକୁ ନେଇ ସୀମାନ୍ତରେ ମୁହାଁମୁହିଁ ହେଉଛନ୍ତି ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ।

  • Related Posts

    ଟ୍ୟାଙ୍କର ଭିତରେ ବେଆଇନ ଭାବେ ଗୋରୁ ଚାଲାଣ

    ବାଙ୍ଗିରିପୋଷି :ଅଭିନବ ଉପାୟରେ ଚାଲିଥିଲା ବେଆଇନ ଗୋ-ଚାଲାଣ। ରାସ୍ତାରେ ମାଡି ବସିଲା ପୁଲିସ। ତେଲ ପରିବହନ ବାହାନାରେ ଏକ ବଡ଼ ଟ୍ୟାଙ୍କର ଭିତରେ ବେଆଇନ ଭାବେ ଗୋରୁ ଚାଲାଣ କରୁଥିଲେ ଦୁର୍ବୃତ୍ତ । ଟ୍ୟାଙ୍କର ଗାଡି ଜବତ ସହ ପୁଲିସ ଦ୍ୱାରା…

    Continue reading
    ଆନ୍ଧ୍ରପ୍ରଦେଶରେ ଓଡ଼ିଆ ଦାଦନ ଶ୍ରମିକ ମୃତ

    କଳାହାଣ୍ଡି: ଆନ୍ଧ୍ରପ୍ରଦେଶର ଅନକାପାଳି ଅଞ୍ଚଳରେ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ପ୍ରେମରାଜ ବିଶୋଇ (୪୦ ବର୍ଷ)। ଏହି ଅଘଟଣ ପରେ ମୃତକଙ୍କ ଗାଁରେ ଶୋକର ଛାୟା ଖେଳିଯାଇଥିବାବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ