ମାର୍ଗଦର୍ଶିକା: ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର ପାଇଁ ନିର୍ଦ୍ଦେଶ

ସମ୍ବଲପୁର: ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ପରେ କୁଳପତି ଜାରି କଲେ ମାର୍ଗଦର୍ଶିକା । ଏହା ସହ ଅପରାହ୍ନ ୪ଟାରେ ବସିବ ଆଇସିସି । କାର୍ୟ୍ୟକ୍ଷେତ୍ରରେ ପ୍ରଫେସନାଲ ଭ୍ୟାଲୁ, ମୋରାଲ୍ ଭ୍ୟାଲୁ ପାଳନ କରିବା ପାଇଁ ମାର୍ଗଦର୍ଶିକା ଜାରି । ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର କରିବା ପାଇଁ ନିର୍ଦ୍ଦେଶ ରହିଛି ।
ଛାତ୍ରଛାତ୍ରୀଙ୍କର କୌଣସି ସ୍ତରରେ ଅସୁବିଧା ହେଲେ ବା ସେମାନେ ନିର୍ୟାତନାର ଶିକାର ହେଲେ, ଅବିଳମ୍ବେ ଅଭିଯୋଗ କରିବା ପାଇଁ କୁହାଯାଇଥିବା ଭାରପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ପ୍ରକାଶ କରିଛନ୍ତି । ଏହା ସହ ଅନ୍ୟ ଛାତ୍ରଛାତ୍ରୀଙ୍କ ସହ ଏମିତି କିଛି ଘଟିଛି ତାର କାଉନସେଲିଂ ଚାଲିଥିବା କୁଳପତି କହିଛନ୍ତି ।

  • Garvita Odia

    Related Posts

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ…

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ…

    Leave a Reply

    Your email address will not be published. Required fields are marked *

    You Missed

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ଚିଠି

    ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ  ଚିଠି

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ସୌମ୍ୟାଶ୍ରୀଙ୍କ ଏକଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବୁ : ଭକ୍ତ

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌

    ଇଣ୍ଡିଆ ମେଣ୍ଟରୁ ଓହରିଲା ଆପ୍‌