ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଭୁବନେଶ୍ୱର: ପାର୍ଶଲ୍ ଆର୍ଡରେ ପଛକୁ ଆସୁଥିବା ବେଳେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌ । ମାଲଗୋଦାମ ବସ୍ତିର ପାର୍କିଂରେ ଲାଇନଚ୍ୟୁତ ହୋଇ ରୋଡ୍‌ ଉପରକୁ ମାଡ଼ିଗଲା ମାଲବାହୀ ଟ୍ରେନ୍‌ର ୩ ଟି ବଗି । ଦୁର୍ଘଟଣା ପରେ ମାଲଗୋଦାମ ଫାଟକରୁ ବାସନ୍ତୀ କଲୋନୀ ଯାଏଁ ଯାତାୟତ ବାଧାପ୍ରାପ୍ତ ହୋଇଛି । ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ମାଲଗୋଦାମ ବସ୍ତିର ପାର୍କିଂରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ରାଉରକେଲା ମାଲଗୋଦାମ ବସ୍ତିର ପାର୍କିଂରେ ପାର୍ଶଲ୍ ଆର୍ଡରେ ପଛକୁ ଆସୁଥିଲା ମାଲବାହୀ ଟ୍ରେନ୍‌ । ଏହି ସମୟରେ ହଠାତ୍‌ ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହୋଇଥିଲା । ଫଳରେ ମାଲବାହୀ ଟ୍ରେନ୍‌ର ୩ଟି ବଗି ଲାଇନ୍‌ଚ୍ୟୁତ ହୋଇ ରୋଡ ଉପରକୁ ମାଡ଼ି ଯାଇଥିଲା । ଏହି ଦୁର୍ଘଟଣା ପରେ ମାଲଗୋଦାମ ଫାଟକରୁ ବାସନ୍ତୀ କଲୋନୀ ଯାଏଁ ଯାତାୟତ ବାଧାପ୍ରାପ୍ତ ହୋଇଛି ।

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ