ମାଳତୀ ପାଟପୁର ବସ ଷ୍ଟାଣ୍ଡ ଠାରେ ଶ୍ରଦ୍ଧାଳୁଙ୍କୁ ରନ୍ଧା ଖାଦ୍ୟ ଯୋଗାଣ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ୨୦୨୬ ଉପଲକ୍ଷେ Mcl ଓ akss ସହଯୋଗରେ ୧୬ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ମାଳତୀ ପାଟପୁର ବସ ଷ୍ଟାଣ୍ଡ ଠାରେ ପ୍ରତିଦିନ ଶ୍ରଦ୍ଧାଳୁଙ୍କୁ ରନ୍ଧା ଖାଦ୍ୟ ଯୋଗାଣ କରାଯାଉଛି। ଉକ୍ତ କାର୍ଯ୍ୟକ୍ରମରେ akss , କଣାସ, ପୁରୀ ସ୍ବେଛାସେବୀ ଅନୁଷ୍ଠାନ ର ସମ୍ବାଦକ ସୁବର୍ଣ୍ଣ କେଶରୀ ବଳିୟାର ସିଂହ, ସଭାପତି ପ୍ରମୋଦ ହରି ଚନ୍ଦନ ଙ୍କ ସହ ରଜନୀକାନ୍ତ ପାଢ଼ୀ, କୃପାସିନ୍ଧୁ ପାଇକରାୟ, ବିମ୍ବାଧର ସେନାପତି, ମହେଶ୍ୱର ହାତୀ, ପ୍ରସାଦିନୀ ଛୁଆଳ ସିଂହ, ଜିତେନ୍ଦ୍ର ନାୟକ, ସୁଜାତା ବାହୁବଳେନ୍ଦ୍ର, ଗୌରୀ ଦାସ, ସଂଯୁକ୍ତା ପ୍ରଧାନ, ରଜନୀ ମର୍ଥ।, ପ୍ରଦୀପ ବେହେରା, ବିନୋଦ ସ୍ୱାଇଁ, ଚକ୍ର ଧର ମହାପାତ୍ର, ଶୁଭାଶିଷ ପ।ହନ୍ତ ସିଂହଙ୍କ ସମେତ ୩୦ ଜଣ ସଦସ୍ୟ କାର୍ଯ୍ୟକ୍ରମ ରେ ସହଯୋଗ କରୁଛନ୍ତି।

  • Related Posts

    ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

    ଭୁବନେଶ୍ୱର: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଡାକ୍ତରୀ ସିଟ୍‌ ସଂଖ୍ୟା ବୃଦ୍ଧିକୁ ଗୁରୁତ୍ୱ ଦେଉଛନ୍ତି। ଗତ ୨ ବର୍ଷରେ…

    Continue reading
    ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

    ଭୁବନେଶ୍ୱର: ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍‌ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ