ମୁଖ୍ୟମନ୍ତ୍ରୀଙ୍କ କଟାକ୍ଷ:ବିଜେପି ସରକାରର କାର୍ଯ୍ୟ ଶୈଳୀ ଦେଖି ବିରୋଧୀଙ୍କ ମନରେ ଭୟ ଜାଗିଛି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନାମ ନ ନେଇ ତାଙ୍କୁ କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ସରକାର କିଛି ଲୋକଙ୍କୁ ବାଧ୍ୟ କରିଦେଲା ଯେ, ସେମାନେ ନିଜ ବିଳାସପୂର୍ଣ୍ଣ ଟାୱାରରୁ ବାହାରି ବିଲ ମୁଣ୍ଡକୁ ଯାଇଛନ୍ତି।

ଲୋକଙ୍କ କାମ କରିବା ଓ ବିକାଶ ଧାରାକୁ ଆଗକୁ ନେବା ପାଇଁ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ପୂରଣ କରୁଛନ୍ତି। ଯେଉଁମାନେ ପୂର୍ବରୁ ଦାୟିତ୍ଵ ନେଇ କାମ କରୁଥିଲେ, ସେମାନଙ୍କୁ ଲୋକ ଭେଟି ପାରୁ ନ ଥିଲେ ।

ଆଜି ସେମାନେ ଲୋକଙ୍କ ପାଖକୁ ଯାଉଛନ୍ତି । କିନ୍ତୁ ବିଜେପି ସରକାରର କାର୍ଯ୍ୟ ଶୈଳୀ ଦେଖି ସେମାନଙ୍କ ମନରେ ଭୟ ଜାଗିଛି। ସେମାନେ ବ୍ୟତିବ୍ୟସ୍ତ ହୋଇ ଆଜି ଆଇଭୋରି ଟାୱାରରୁ ବାହାରି ଗାଁ ଦାଣ୍ଡ ଧୂଳି ଖାଇବାକୁ ବାଧ୍ୟ ହେଉଛନ୍ତି ବୋଲି ସ୍ୱାଧୀନତା ସଂଗ୍ରାମୀ ମଞ୍ଚରୁ ନବୀନଙ୍କୁ ମୁଖ୍ୟମନ୍ତ୍ରୀ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ବାସୀ ତାଙ୍କୁ ଲମ୍ବା ସମୟ ଦେଇଥିଲେ । ବିଜେପି ସରକାରର କାର୍ଯ୍ୟ ଧାରାକୁ ଦେଖି ଏବେ ଛାନିଆ ହୋଇ ଯାଇଛନ୍ତି । ଆମେ ଯାହା ପ୍ରତିଶ୍ରୁତି ଦେଇଥିଲୁ, ୬ ମାସରେ ତାହା ପୂରଣ କରିଛୁ. ଆଜି ମନ୍ତ୍ରୀମାନେ ଲୋକସେବା ଭବନ ନୁହେଁ, ଗାଁରେ ବୁଲୁଛନ୍ତି. ଦାନା ବାତ୍ୟା ବେଳେ ମନ୍ତ୍ରୀମାନେ ଲୋକମାନଙ୍କ ସହ ଥିଲେ ମନ୍ତ୍ରୀ । ଲୋକଙ୍କ ଦୁଃଖ ସୁଖ ବୁଝିଥିଲେ। ଆଉ ସମସ୍ୟାର ସମାଧାନ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ପୁଣି ସକ୍ରିୟ ହେଲେ କି ପାଣ୍ଡିଆନ ?

    ପୁରୀ/ଭୁବନେଶ୍ବର: ସାଧାରଣ ନିର୍ବାଚନ 2024ରେ ବିଜେଡିର ପରାଜୟ ପରେ ରାଜନୀତିରୁ ଅବସର ଘୋଷଣା କରିଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ ପୁଣି ସକ୍ରିୟ ହେଉଛନ୍ତି କି ? ଶନିବାର ବିଳମ୍ବିତ ରାତିରେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ବିଜେଡି…

    Continue reading
    ଛାତ୍ର ସଂସଦ ନିର୍ବାଚନ ବନ୍ଦକୁ କଳଙ୍କିତ ଅଧ୍ୟାୟର ଆଖ୍ୟା ଦେଇଛନ୍ତି ଯୁବସମାଜ

    ଭୁବନେଶ୍ବର,: ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ରାଜନୀତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ପରେ କଡା ଜବାବ ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ଓଡ଼ିଶାରେ ଛାତ୍ର ସଂସଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି