ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି:: ଜାତୀୟ ସ୍ତରରେ ପାଳନ ହେବ ମହତାବ ଜୟନ୍ତୀ

ଭୁବନେଶ୍ୱର : ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କୁ ଉପଯୁକ୍ତ ସମ୍ମାନ ଦେବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି । ତାଙ୍କ ୧୨୫ତମ ଜୟନ୍ତୀକୁ ଜାତୀୟ ସ୍ତରରେ ପାଳନ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଏହି କିମ୍ବଦନ୍ତୀ ରାଷ୍ଟ୍ରବାଦୀ ନେତାଙ୍କ ପ୍ରତି ଏହା ଏକ ମହାନ ଶ୍ରଦ୍ଧାଞ୍ଜଳି ଓ ଓଡ଼ିଆ ଅସ୍ମିତାର ପ୍ରମାଣ । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍‌ ଶାହ ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି । ଓଡ଼ିଶା ସରକାର ମହତାବଙ୍କ ଜୟନ୍ତୀକୁ ବର୍ଷବ୍ୟାପୀ ପାଳନ କରିବା ପାଇଁ ନିଷ୍ପତ୍ତି ନେବାର ୩ ଦିନ ପରେ କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଆସିଛି ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ