ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦର ବନ୍ୟାଜଳ

ଆଠଗଡ଼: କଟକ ମୁଣ୍ଡଳୀରେ ପହଞ୍ଚିଲା ବନ୍ୟା ଜଳ। ହୀରାକୁଦର ବନ୍ୟାଜଳ ପହଞ୍ଚିଲା କଟକ ମୁଣ୍ଡଳୀରେ। ହୀରାକୁଦରୁ ଆସୁଛି ଏହି ବନ୍ୟାଜଳ। ଆଜି ସକାଳ ୭ ଟା ସୁଦ୍ଧା ମୁଣ୍ଡଳୀରୁ ୩ ଲକ୍ଷ ୮୩ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି।

ହୀରାକୁଦରୁ ଦ୍ୱିତୀୟ ବନ୍ୟାଜଳ ଆସିବା ପରେ ଏବେ ଧୀରେ ଧୀରେ ଫୁଲିବାରେ ଲାଗିଛି ମହାନଦୀ। ଗତକାଲି ସନ୍ଧ୍ୟାରୁ ଘଣ୍ଟାକୁ ପାଖାପାଖି ପନ୍ଦର ହଜାରରୁ ଅଧିକ କ୍ୟୁସେସ ବନ୍ୟାଜଳ ବଢ଼ିବାରେ ଲାଗିଛି ଆଠଗଡ଼ ମୁଣ୍ଡଳୀ ନିକଟରେ। ଏବେ ସୁଦ୍ଧା ୪ ଲକ୍ଷ ୩୬ ହଜାର ୮୦୩ କ୍ୟୁସେକ ଜଳ ପ୍ରବାହିତ ହେଉଥିବା ସରକାରୀ ତଥ୍ୟରୁ ଜଣାପଡିଛି। ଏହା ସନ୍ଧ୍ୟା ସୁଦ୍ଧା ପାଞ୍ଚ ଲକ୍ଷରୁ ଅଧିକ କ୍ୟୁସେକ ହେବା ନେଇ ମୁଣ୍ଡଳୀ ଉପଖଣ୍ଡ ଜଳସେଚନ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି।

  • Related Posts

    ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର

    କଟକ: ପାର୍ବଣ ଆଗରୁ ପନିରକୁ ନେଇ ଲୋକଙ୍କ ମନରେ ଛନକା। ଖୁଲମ ଖୁଲା ବଜାରରେ ବିକ୍ରି ହେଉଛି ସିନ୍ଥେଟିକ୍ ପନିର । ପନିରକୁ ନେଇ ଧରପଗଡ ଚାଲିଥିବାବେଳେ ଗତକାଲି ବିପୁଳ ପରିମାଣର ଅପମିଶ୍ରିତ ପନିରକୁ ଧରିଛି କଟକ ମହାନଗର ନିଗମ ସ୍ୱାସ୍ଥ୍ୟ…

    Continue reading
    ପୋଲିସ-ଅନଲାଇନ ଚାଳକ ମୁହାଁମୁହିଁ ଘଟଣା: ବର୍ତ୍ତମାନ ସୁଦ୍ଧା ୧୧୩ ଗିରଫ

    ମାଷ୍ଟର କ୍ୟାଣ୍ଟିନରେ ପୋଲିସ-ଅନଲାଇନ ଅଟୋ ଓ ଟାକ୍ସି ଚାଳକ ମୁହାଁମୁହିଁ ଘଟଣା। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୧୩ ଜଣଙ୍କୁ ଗିରଫ କରାଯାଇଛି। ୬୦ ଜଣଙ୍କୁ ଉତ୍ତମ ବ୍ୟବହାର ଲାଗି ଛାଡ଼ି ଦିଆଯାଇଛି। ୩୫୪ଟି ଯାନବାହନ ଜବତ କରାଯାଇଛି। ଖାରବେଳନଗର ଥାନାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ