ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ ମଧ୍ୟ ପ୍ରାୟ ୪୦ ଜଣ ନିଖୋଜ ଅଛନ୍ତି।
ଅକ୍ଟୋବର ୧୨ ପଦଯାତ୍ରା ପ୍ରସଙ୍ଗରେ ରାହୁଲ, ଅଖିଳେଶଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ: ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (S.I.R.)ରେ କଥିତ ଅନିୟମିତତାକୁ ବିରୋଧ କରି ଗତ ଅକ୍ଟୋବର ୧୨ ତାରିଖରେ ସୁପ୍ରିମକୋର୍ଟ ଅଭିମୁଖେ ହୋଇଥିବା ପଦଯାତ୍ରା ପ୍ରସଙ୍ଗରେ ସର୍ବୋଚ୍ଚ ଅଦାଲତ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ…







