ମୁମ୍ବାଇ ଉପକୂଳରେ ବୁଡ଼ିଲା ବୋଟ୍: ୪୦ ନିଖୋଜ

ମୁମ୍ବାଇ: ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ ମଧ୍ୟ ପ୍ରାୟ ୪୦ ଜଣ ନିଖୋଜ ଅଛନ୍ତି।

  • Related Posts

    ତିହାର ଜେଲ୍ ଗଲେ ସିଜେପି ନେତା ସୌରଭ ଦାସ ଓ ଆଶୁତୋଷ ରାଙ୍କା

    ତିହାର ଜେଲ୍ ଗଲେ କକ୍ରୋଚ ଜନତା ପାର୍ଟି (CJP) ନେତା ସୌରଭ ଦାସ ଓ ଆଶୁତୋଷ ରାଙ୍କା। ଶାନ୍ତି ମୁଚାଲିକାର ଅବମାନନା ଓ ଧାର୍ଯ୍ୟ ବିକ୍ଷୋଭସ୍ଥଳ ମାନ୍ୟତାରୁ ବାଦ୍ ପଡ଼ିଥିବା ଯନ୍ତରମନ୍ତରରେ ବିନା ଅନୁମତିରେ ପ୍ରବେଶ କରି ବିକ୍ଷୋଭ ପ୍ରଦର୍ଶନ କରିବା…

    Continue reading
    ଗଙ୍ଗାରେ ବୁଡ଼ିଗଲା ଡ଼ଙ୍ଗା; ୧୪ ଜଣଙ୍କର ମୃତ୍ୟୁ

    ପାଟନା (ବିହାର): ବିହାରର ବୈଶାଳୀ ଜିଲ୍ଲାରେ ମଙ୍ଗଳବାରବିଳମ୍ବିତ ରାତିରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ରାଘୋପୁର ଥାନା ଅଞ୍ଚଳରେ ଗଙ୍ଗା ନଦୀରେ ଏକ ଡଙ୍ଗା ବୁଡ଼ିଯିବାରୁ କିଛି ଛୋଟ ପିଲାଙ୍କ ସମେତ 14 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ