ମେଡିକାଲ​‌ରେ ଭୟାବହ ଅଗ୍ନିକାଣ୍ଡ

ଚେନ୍ନାଇ: ତାମିଲନାଡୁସ୍ଥିତ ରାମନାଥପୁରମ୍ ମେଡିକାଲ​‌ରେ ଭୟାବହ ଅଗ୍ନିକାଣ୍ଡ। ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି । ହସ୍ପିଟାଲରେ ଥିବା ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି। ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବାର ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ୍ ଏବଂ ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିନିଆଁକୁ ଆୟତ୍ତ କରିଛନ୍ତି।

  • Related Posts

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

    ନୂଆଦିଲ୍ଲୀ: ଭାରତୀୟ ରେଳବାଇ ପକ୍ଷରୁ ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ର ସଫଳ ପରୀକ୍ଷଣ (ଟ୍ରାଏଲ ରନ୍‌) କରାଯାଇଛି। ଅଗଷ୍ଟ ୭ରେ ଉତ୍ତର ପ୍ରଦେଶର ଚାନ୍ଦାଉଲି ଅନ୍ତର୍ଗତ ଗଞ୍ଜଖ୍ବାଜା ଷ୍ଟେସନରୁ ଝାଡ଼ଖଣ୍ଡର ଗରୱା ରୋଡ ପର୍ଯ୍ୟନ୍ତ ୨୦୯ କିମି ରାସ୍ତାକୁ ଏହି ମାଲଗାଡି…

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ବିଧାନସଭାର ଆଗାମୀ ମୌସୁମୀ ଅଧିବେଶନରେ ଅଗଷ୍ଟ ୧୧ ତାରିଖରେ ଆରମ୍ଭ ହେବ। ଏଥର ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ, ଅର୍ଥାତ୍ ଅଗଷ୍ଟ ୧୦ ତାରିଖରେ, ବିଧାୟକମାନଙ୍କୁ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଉପରେ ସ୍ୱତନ୍ତ୍ର ତାଲିମ…

    Leave a Reply

    Your email address will not be published. Required fields are marked *

    You Missed

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ