ମେଧା ପାଟେକର ଅଟକ

ରାୟଗଡା: ରାୟଗଡା ଜିଲା କାଶୀପୁରରେ ଆୟୋଜିତ ସମାବେଶରେ ଯୋଗ ଦେବାକୁ ଆସିଥିବା ବିଶିଷ୍ଟ ପରିବେଶବିତ୍‍ ମେଧା ପାଟେକର ଅଟକ । ରେଲୱେ ଷ୍ଟେସନରୁ ପୁଲିସ ତାଙ୍କୁ ଉଠାଇ ନେଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଆୟୋଜିତ ହେଉଥିବା ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ମେଧା ପାଟେକର ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ।

  • Garvita Odia

    Related Posts

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩…

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ

    କଟକ: କଟକ ଶୈଳବାଳା ମହିଳା ମହାବିଦ୍ୟାଳୟରେ ଅଘଟଣ । ମହିଳା ମହାବିଦ୍ୟାଳୟର ନୂଆ କୋଠା କାମ ଚାଲିଥିବାବେଳେ କୋଠାରୁ ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟ ହୋଇଛି। ନିର୍ମାଣାଧୀନ କୋଠାର ଛଅ ମହଲାର ଛାତ କାମ ଚାଲୁଥିବା ବେଳେ ତଳକୁ ପଡ଼ି ଠିକା…

    Leave a Reply

    Your email address will not be published. Required fields are marked *

    You Missed

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ

    ଯୁବକଙ୍କ ଝୁଲନ୍ତା  ମୃତଦେହ ଠାବ

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ