ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ସେ ପୁଲିସକୁ କ୍ଲିନ୍‌ ଚିଟ୍‌ ଦେଇ ତାଙ୍କର ଝିଅର ମୃତ୍ୟୁର କାରଣ କହିଛନ୍ତି। ପୀଡ଼ିତାଙ୍କ ବାପା କହିଛନ୍ତି ଯେ, ଝିଅର ମାନସିକ ଅବସ୍ଥା ଭଲ ନଥିଲା। ସେ ଚିନ୍ତାରେ ଥିଲା।

ଦିଲ୍ଲୀ ଏମ୍ସରେ ଥିବା ବଳଙ୍ଗା ପୀଡ଼ିତାଙ୍କ ବାପା କହିଛନ୍ତି, ମୋ ପାଖରେ ଆଉ ମୋର ଝିଅ ନାହିଁ। ମୋ ଭାଗ୍ୟରେ ମୋ ଛୁଆ ନାହିଁ। ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ। ରାଜ୍ୟ ସରକାର ଯେତିକି ସହଯୋଗ କରିବା କଥା ତାହା କରିଛନ୍ତି। ମୋ ଝିଅର ଆତ୍ମାର ସଦ୍‌ଗତି ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ।

  • Related Posts

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଭୁବନେଶ୍ୱର : ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟ ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା…

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ