ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ଏହା କହିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଜିକାଲି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବୃଦ୍ଧି ପାଇପାରେ ଲାଗିଛି । ଏହାକୁ କିଛି ଦର୍ଶକ ପସନ୍ଦ କରୁଥିବାବେଳେ ସମାଜର ବହୁ ଲୋକ ବିରୋଧ କରୁଛନ୍ତି । ତେବେ ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବାକୁ ରାଜ୍ୟ ସରକାର ଆଇନ ଆଣିବାକୁ ଯାଉଛନ୍ତି । ଖୁବଶୀଘ୍ର ଏନେଇ ନିୟମ ଆସିବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।
ସେ କହିଛନ୍ତି ଖୁବଶୀଘ୍ର ଯାତ୍ରା ମାଲିକଙ୍କ ସହ ଆଲୋଚନା କରି ନିୟମ ଆସିବ । ଏଥିସହ ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବନ୍ଦ କରିବାକୁ  ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଛନ୍ତି ।

ପ୍ରକାଶ ଯେ ଯାତ୍ରା କଳାକାର ରାଣୀ ପଣ୍ଡାଙ୍କ ନୃତ୍ୟକୁ ଅଶ୍ଳୀଳ ଦର୍ଶାଇ ତାଙ୍କୁ ଖଣ୍ଡଗିରି ମନା କରାଯାଇଥିଲା । ତେବେ ସାହୁ ଭାଉଜ, ନିଶା ମହାରଣା ଓ ରାଣୀ ପ୍ରିୟଦର୍ଶିନୀଙ୍କ ଭଳି କିଛି କଳାକାର ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରୁଥିବାର ଭିଡିଓ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

  • Related Posts

    State-wide fire safety mock drill on March 28

    Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…

    Continue reading
    Heatwave Worries: Outdoor Activity Banned 11 a.m. to 3 p.m.

    Bhubaneswar, 23/03/2026: Odisha govt bans outdoor work from 11 AM to 3 PM in heatwave advisory Anticipating a rise in temperatures in April and a heightened risk of heatwave-related illnesses,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ