ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଦୁଇ ସାଙ୍ଗ ଗିରଫ

ଦିଗପହଣ୍ଡି: ପୁଣି ଏକ ଦୁଷ୍କର୍ମ ଅଭିଯୋଗ । ବିବାହ ଓ ଚାକିରି ପ୍ରତିଶୃତି ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ୨ ଜଣ ସାଙ୍ଗ ଗିରଫ । ଦୁଇ ଜଣଙ୍କୁ ସାଙ୍ଗକୁ ଗିରଫ କରିଛି ପାଟପୁର ଥାନା ପୋଲିସ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅଞ୍ଚଳରେ ଘଟିଛି ଏହି ଘଟଣା । ଗଞ୍ଜାମ ଜିଲ୍ଲା ପାଟପୁର ଗାଁରେ ଜଣେ ଯୁବତୀଙ୍କୁ ସୋମବାର ଦିନ ଅପହରଣ କରାଯାଇଥିଲା । ଏହାପରେ ତାଙ୍କୁ ଦୁଷ୍କର୍ମ କରାଯାଇଥିବାର ଅଭିଯୋଗ ହୋଇଛି । ଯୁବତୀଙ୍କ ବାପା ଏନେଇ ପାଟପୁର ଥାନାରେ ଏତଲା ଦେଇଥିଲେ । ଏତଲାକୁ ଭିତ୍ତିକରି ପାଟପୁର ପୋଲିସ ତଦନ୍ତ ଆରମ୍ଭ କରିଥିଲା । ଅପହରଣ ଓ ଦୁଷ୍କର୍ମ ଘଟଣାରେ ସଂପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ମଧ୍ୟ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ