ରଣକ୍ଷେତ୍ର ପାଲଟିଲା ମାଷ୍ଟର କ୍ୟାଣ୍ଟିନ ଛକ : ପୋଲିସ ଉପରକୁ ପଥର ମାଡ

ଭୁବନେଶ୍ୱର: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ ମାଷ୍ଟର କ୍ୟାଣ୍ଟିନରେ ବଡ଼ ହଙ୍ଗାମା ହୋଇଛି । ପରିସ୍ଥିତି ଅଣାୟତ ବାହାରକୁ ଚାଲିଯାଇଥିବା ବେଳେ ବାଧ୍ୟ ହୋଇ ଲାଠି ଚାର୍ଜ ସହ ପାଣି ମାଡ କରିଛି ପୋଲିସ । ରାଜଧାନୀ ମାଷ୍ଟର କ୍ୟାଣ୍ଟିନ ଛକରେ ପୋଲିସ ଓ ଗାଡି ଚାଳକଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ ଦେଖିବାକୁ ମିଳିଛି ।

କିଲୋମିଟର ପିଛା ଭଡା ବୃଦ୍ଧି, ବୁକିଂ କ୍ୟାନସେଲ କଲେ ଗ୍ରାହକଙ୍କ ଠାରୁ ଦେୟ ଆଦାୟ ଭଳି ଦାବି ନେଇ ଆନ୍ଦୋଳନ ଜାରି ରଖିଥିବା OLA, Uber ଓ Rapido ଡ୍ରାଇଭର ମାନେ ହଠାତ ଆନ୍ଦୋଳନକୁ ତୀବ୍ର କରିବା ବେଳେ ସ୍ଥିତି ଅଣାୟତ ହୋଇପଡିଥିଲା । ଏପରିକି ପୋଲିସ ଉପରକୁ ପଥର ମାଡ କରିବାକୁ ପଛାଇ ନ ଥିଲେ ଡ୍ରାଇଭର । ବାଧ୍ୟ ହୋଇ ଲାଠି ଚାର୍ଜ କରିବା ସହିତ ପାଣି ମାଡ କରିଛି ପୋଲିସ । ଉତ୍ୟକ୍ତ ଡ୍ରାଇଭରମାନେ ଆମ ବସକୁ ମଧ୍ୟ ଭଙ୍ଗାରୁଜା କରିଥିବା ଦେଖିବାକୁ ମିଳିଛି ।

  • Related Posts

    ଡ୍ରାଇଭରଙ୍କ ଆନ୍ଦୋଳନ:ଡ୍ରାଇଭରଙ୍କ ଗାଡ଼ି ସିଜ୍ ହେବ- ଡିସିପି

    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

    Continue reading
    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି, ଆମ ବସ୍ ଭାଙ୍ଗିଲେ ଡ୍ରାଇଭର

    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ