ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ:ଆଇନମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,୨ ଜଣ ଏକ୍ସପର୍ଟ ଦେବା ପାଇଁ ଜଈଓକୁ ସରକାର ଚିଠି ଲେଖିଛନ୍ତି।

ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। ଏହି କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସେ ପ୍ରକ୍ରିୟା ସରିବା ପରେ ଆରବିଆଇ ଅଧିକାରୀଙ୍କୁ ତାରିଖ ଜଣାଯିବ। ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ବୋଲି ଆଇନମନ୍ତ୍ରୀ କହିଛନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ