ରଥଯାତ୍ରାକୁ ମିଳିବ ୟୁନେସ୍କୋ ମାନ୍ୟତା

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ବିଶ୍ୱ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ନେଇ ପ୍ରକ୍ରିୟା ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏନେଇ ନାମାଙ୍କନପତ୍ର ପ୍ରସ୍ତୁତି ପ୍ରକ୍ରିୟା ଚାଲିଥିବା ବେଳେ ଖୁବ୍‌ଶୀଘ୍ର ଏହା ଦାଖଲ କରାଯିବ ।

ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏନେଇ ଆଲୋଚନା କରିଥିଲେ । ରଥଯାତ୍ରା ଭଳି ମହାର୍ଘ୍ୟ ବୈଶ୍ୱିକ ଯାତ୍ରାର ମହାନତା ଉପଲବ୍ଧି କରି କର୍ତ୍ତୃପକ୍ଷ ଶୀଘ୍ର କାର୍ୟ୍ୟାନୁଷ୍ଠାନ ନେବେ ବୋଲି ପ୍ରଶାସନ ଆଶା ରଖିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ