ରାଉଣ୍ଡ ୧୦: ବିଜେପି ୫୦୩୩୩, ବିଜେଡି ୧୭୧୦୧ , କଂଗ୍ରେସ ୧୩୭୫୧

ଭୁବନେଶ୍ୱର: ଆଜି ନୂଆପଡ଼ା ଉପନିର୍ବାଚନ ନେଇ ଭୋଟ ଗଣତି ଚାଲିଛି । ତେବେ ବର୍ତ୍ତମାନର ଟ୍ରେଣ୍ଡ ଅନୁସାରେ ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆ ବଡ଼ ବିଜୟ ମୁଖେ ଅଗ୍ରସର ହେଉଛନ୍ତି । ୧୦ମ ରାଉଣ୍ଡ ସୁଦ୍ଧା ବିଜେପି ୩୩ ହଜାର ୨୩୧ଟି ଭୋଟରେ ଆଗୁଆ ଅଛି । ୧୦ମ ରାଉଣ୍ଡ ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢେ଼ାଲକିଆଙ୍କୁ ୫୦୩୩୩ଟି ଭୋଟ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୭୧୦୧ଟି ଭୋଟ ମିଳିଛି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସୀରାମ ମାଝୀଙ୍କୁ ୧୩୭୫୧ଟି ଭୋଟ ମିଳିଛି ।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ