ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ

ଭୁବନେଶ୍ୱର : ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ସୋମବାର ଖବର ସାମ୍ନାକୁ ଆସିଛି। ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତମାଣ୍ଡୋ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିବା ବେଳେ ପୁଲିସ ୨ ଅଭିଯୁକ୍ତକୁ ଗିରଫ କରିଛି। ପୀଡିତା ଜଣକ ପଶ୍ଚିମବଙ୍ଗର ହୋଇଥିବା ବେଳେ ଡାକ୍ତରୀ ମାଇନା କରି ପଚରାଉଚରା କରାଯାଉଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

  • Related Posts

    ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବରିଷ୍ଠ ବିଜେଡିନେତା ହରିଶ୍ଚନ୍ଦ୍ର ପଣ୍ଡା(ଟିତୁ)ଙ୍କ ପତ୍ନୀ ପୂଜା ପଣ୍ଡା(୩୫)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ରାତିରେ ନୂଆପଡ଼ା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ରାତି ପ୍ରାୟ ସାଢେ଼ ୮ଟାରେ…

    Continue reading
    ବ୍ରହ୍ମବରଦା ଥାନାରୁ ଫେରାର ଚୋର ଗିରଫ

    ବ୍ରହ୍ମବରଦା: ଯାଜପୁର ଜିଲ୍ଲା ବ୍ରହ୍ମବରଦା ଥାନା ବ୍ରହ୍ମବରଦା ଥାନାରୁ ଫେରାର ଚୋରଗିରଫ। ତାକୁ ତାର ଗାଁ ନିକଟ କାଜୁବଣରୁ ଧରିବାରେ ସଫଳ ହୋଇଛି ପୁଲିସ୍। ଅଭିଯୁକ୍ତ ଫେରାର ମାମଲାରେ ଆରକ୍ଷୀ ଅଧୀକ୍ଷକ ୟଶପ୍ରତାପ ଶ୍ରୀମଲ କାର୍ୟ୍ୟାନୁଷ୍ଠାନ ନେଇଥିଲେ। ଅଭିଯୁକ୍ତ ଫେରାର ମାମଲାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ