ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି ଧରି ସେବା ପ୍ରଦାନ କରିବା ପରେ ଏହି ନୂତନ ରାଜନୈତିକ ଯାତ୍ରା ଆରମ୍ଭ କରିଛନ୍ତି । ସେ କହିଛନ୍ତି ଯେ ‘ସନାତନ’ କେବଳ ଏକ ପୂଜା ପଦ୍ଧତି ନୁହେଁ, ବରଂ ଏହା ସତ୍ୟ, ଧର୍ମ, କର୍ତ୍ତବ୍ୟ, କରୁଣା, ନ୍ୟାୟ, ଆତ୍ମ-ନିୟନ୍ତ୍ରଣ ଏବଂ ଜନକଲ୍ୟାଣ ଉପରେ ଆଧାରିତ ଏକ ଜୀବନଶୈଳୀ । ପ୍ରଶାସନିକ ସୁଧାର ଦ୍ୱାରା ଭାରତର ନବନିର୍ମାଣ ସମ୍ଭବ ନୁହେଁ । ଦେଶକୁ ନିଜର ସଭ୍ୟତାର ମୂଳଦୁଆ ସହ ଜଡ଼ିତ ରଖି ଆଧୁନିକ ବିକାଶ ପଥରେ ଆଗକୁ ନେବାକୁ ହେବ ସେଥିପାଇଁ ସେ ସକ୍ରିୟ ରାଜନୀତିରେ ପ୍ରବେଶ କରିଛନ୍ତି । ।

  • Related Posts

    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading
    ସ୍ମିତ୍ ମଚ୍ଛାରଙ୍କ ସହ କଥା ହେଲେ ନେତନ୍ୟାହୁ

    ନୂଆଦିଲ୍ଲୀ:   ମୃତ୍ୟୁ ସହ ଲଢି ଫ୍ଲାଏଦୁବାଇ ଯାତ୍ରୀଙ୍କ ଜୀବନ ବଞ୍ଚାଇଥିବା ସ୍ମିତ୍ ମଚ୍ଛାରଙ୍କ ସହ କଥା ହୋଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ । ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ନେତନ୍ୟାହୁ । ଇସ୍ରାଏଲ, ଭାରତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ